🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ଛତିଶା ନିଯୋଗ ବୈଠକ ୨୧ରେ ବସିବ - NILACHALA SAMACHAR
Article Image

ଛତିଶା ନିଯୋଗ ବୈଠକ ୨୧ରେ ବସିବ

🗂 Art & Culture | 🕒 15 May 2025, 17:11 IST


ପୁରୀ ଆସନ୍ତା ୨୧ରେ ବସିବ ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ସନ୍ଧ୍ୟା ୫ଟାରେ ବସିବ ବୈଠକ ଏଥିରେ ରାଜେନ୍ଦ୍ରଭିଷେକ ଠାରୁ ନୀଳିଦ୍ରିବିଜେ ପର୍ଯ୍ୟନ୍ତ ନୀତିକାନ୍ତି ନେଇ ନୀତି ନିର୍ଘଣ୍ଟ କରାଯିବ । କୌଣସି ନୀତିରେ ଯେପରି ବିଳମ୍ବ ନହେବ ସେଥିପ୍ରତି ଅଧିକ ଗୁରୁତ୍ୱ ଦିଆଯିବ।


💬 Leave a Comment

🗨️ Approved Comments

No comments yet.

🔗 Share this article: