🔴 Breaking News ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ଟିମ୍ ଇଣ୍ଡିଆ    
ଶ୍ରୀମନ୍ଦିର ଜଗିବ ଆଣ୍ଟିଡ୍ରୋନ୍ ଟେକ୍ନୋଲୋଜି, ଡ୍ରୋନ ଉଡିଲେ ଖସାଇଦେବ - NILACHALA SAMACHAR
Article Image

ଶ୍ରୀମନ୍ଦିର ଜଗିବ ଆଣ୍ଟିଡ୍ରୋନ୍ ଟେକ୍ନୋଲୋଜି, ଡ୍ରୋନ ଉଡିଲେ ଖସାଇଦେବ

🗂 Art & Culture | 🕒 23 May 2025, 13:49 IST



ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପାଇଁ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି ରାଜ୍ୟ ସରକାର। 

ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍ ଟେକ୍ନୋଲୋଜି । ଏନେଇ ବିଚାର ଚାଲିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମନ୍ତ୍ରୀ କହିଛନ୍ତି, "ପୋଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଡ୍ରୋନ୍ ଉଡ଼ିବା ପରେ ଏହାକୁ ଖସାଇ ଦିଆଯାଇ ପାରିବ । ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ 

💬 Leave a Comment

🗨️ Approved Comments

No comments yet.

🔗 Share this article: