🔴 Breaking News ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ଟିମ୍ ଇଣ୍ଡିଆ    
ଜଗନ୍ନାଥ ଧାମ କେବଳ ପୁରୀକୁ ବୁଝାଏ - NILACHALA SAMACHAR
Article Image

ଜଗନ୍ନାଥ ଧାମ କେବଳ ପୁରୀକୁ ବୁଝାଏ

🗂 Local | 🕒 02 May 2025, 15:20 IST

ପୁରୀ ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ନାମକରଣ ବିବାଦରେ ମୁହଁ ଖୋଲିଛନ୍ତି ଦଇତାପତି ନିଯୋଗର ସଂପାଦକ ରାମକୃଷ୍ଣ ଦାସ ମହାପାତ୍ର। ସେ କହିଛନ୍ତି, ପୁରୀ ହିଁ ଏକମାତ୍ର ଜଗନ୍ନାଥ ଧାମ। ଅନ୍ୟ ସ୍ଥାନରେ ଜଗନ୍ନାଥ ମନ୍ଦିର ହୋଇପାରିବ। କିନ୍ତୁ ଜଗନ୍ନାଥ ଧାମ କୁହାଯାଇପାରିବ ନାହିଁ। ନାଁ ବିବାଦକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିବେ ବୋଲି ସେ କହିଛନ୍ତି


💬 Leave a Comment

🗨️ Approved Comments

No comments yet.

🔗 Share this article: