🔴 Breaking News ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ଟିମ୍ ଇଣ୍ଡିଆ    
ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। - NILACHALA SAMACHAR
Article Image

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ।

🗂 Art & Culture | 🕒 21 Nov 2025, 11:59 IST


ପୁରୀ ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବୈଠକ ବସିବ। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ଜିଲ୍ଲାପାଳ, ଏସପିଙ୍କ ସମେତ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିବେ। ପରିଚାଳନା କମିଟି ବୈଠକରେ ମହାପ୍ରଭୁଙ୍କର ରତ୍ନ ଅଳଙ୍କାର ଗଣତି ମଣତି କେବେ ହେବ ସେନେଇ ବିସ୍ତୃତ ଭାବରେ ଆଲୋଚନା ହେବ।


💬 Leave a Comment

🗨️ Approved Comments

No comments yet.

🔗 Share this article: