🗂 Art & Culture | 🕒 03 Dec 2025, 02:33 IST
ପୁରୀ ଆସନ୍ତାକାଲି ଅର୍ଥାତ ୩ତାରିଖ ବୁଧବାର ମାର୍ଗଶିର ଶୁକ୍ଲ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ l ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ l ଏନେଇ. ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି l
No comments yet.