🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ଯୁବ ଦଇତାପତି ସେବାୟତ ଶ୍ରଦ୍ଧାନନ୍ଦ ଦାସ ମହାପାତ୍ରଙ୍କୁ ଗିରଫ l ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ଭିଡ଼ିଓ ଭାଇରାଲ ଅଭିଯୋଗ - NILACHALA SAMACHAR
Article Image

ଯୁବ ଦଇତାପତି ସେବାୟତ ଶ୍ରଦ୍ଧାନନ୍ଦ ଦାସ ମହାପାତ୍ରଙ୍କୁ ଗିରଫ l ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ଭିଡ଼ିଓ ଭାଇରାଲ ଅଭିଯୋଗ

🗂 Crime | 🕒 01 Apr 2026, 09:22 IST


ପୁରୀ, ୩୧/୩ : ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ଭିଡ଼ିଓ ଭାଇରାଲ ଅଭିଯୋଗରେ ସାଇବର ଥାନା ପୁଲିସ ଜଣେ ଯୁବ ଦଇତାପତି ସେବାୟତ ଶ୍ରଦ୍ଧାନନ୍ଦ ଦାସ ମହାପାତ୍ରଙ୍କୁ ଗିରଫ କରିଛି l ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ଅଭିଯୁକ୍ତର ଦେହ ଅସୁସ୍ଥ ହେବାରୁ ପ୍ରଥମେ ଜିଲ୍ଲା ଚିକିତ୍ସାଳୟ ପରେ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି l ଯୁବତୀଙ୍କ ଅଶ୍ଳୀଳ ଫଟୋ ଭିଡ଼ିଓ ଭାଇରାଲ କରିବା ଅଭିଯୋଗ ହୋଇଥିଲା l ଏ ସମ୍ପର୍କରେ ସାଇବର୍ ଥାନାରେ ୭୭/୩୫୧(୨), ବିଏନ୍ଏସ୍ ୬୬ (ଇ), ୬୭ (ଏ) ଆଇ ଟି ଆକ୍ଟରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତକୁ ଗିରଫ କରାଯାଇଥିଲା l

💬 Leave a Comment

🗨️ Approved Comments

No comments yet.

🔗 Share this article: