🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି; ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ - NILACHALA SAMACHAR
Article Image

ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି; ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ

🗂 Art & Culture | 🕒 06 Apr 2026, 16:44 IST

ପୁରୀ ୬/୪ : ଅକ୍ଷୟ ତୃତୀୟାରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ପରମ୍ପରା ମୁତାବକ ଚନ୍ଦନ ଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ଶ୍ରୀମନ୍ଦିରରେ ଆଜି ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଆଜି ବୈଶାଖ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ ଟାରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।



💬 Leave a Comment

🗨️ Approved Comments

No comments yet.

🔗 Share this article: